This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଚରମ୍ପା ସ୍ଥିତ ଅଗ୍ରେସନ ଭବନରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ
Bhadrak Rural, Bhadrak | Aug 22, 2025
ଭଦ୍ରକ ଜିଲ୍ଲା ଚରମ୍ପା ସ୍ଥିତ ଅଗ୍ରେସନ ଭବନ ରେ ଭାରତୀୟ ଜନତା ପାର୍ଟି ର ରାଜ୍ୟ ସଭାପତି ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା, ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଭଗବାନ ପଣ୍ଡା, ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାସୁଂ ଶେଖର ମହାପାତ୍ରଙ୍କ ସମେତ ବରିଷ୍ଠ ନେତା ବିରଞ୍ଚି ନାରାୟଣ ତ୍ରୀପାଠୀ, ବରିଷ୍ଠ ନେତା ସରୋଜ କର, ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା,ଅଜୟ ନାୟକଙ୍କ ସମେତ ଅନ୍ୟାନ୍ୟ ନେତୃମଣ୍ଡଳୀ ଉପସ୍ଥାପିତ ଥିଲେ। ଆଜି ଦିନ ୪.୩୦ ମିନିଟ ସମୟରେ ଦେଖିବାକୁ ମିଳିଛି।