Download Now Banner

This browser does not support the video element.

ଦେବଗଡ: ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

Debagarh, Debagarh (Deogarh) | Aug 23, 2025
ଦେବଗଡ ଜିଲ୍ଲାରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଝଡ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଏଥିସହ ଆସନ୍ତା ୨୪ ଘଂଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହିତ ସତର୍କ ସୂଚନା ଦିଆଯାଇଛି । ସେହିପରି ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବିଜୁଳି, ଘଡଘଡି ଏବଂ ୩୦ ରୁ ୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Read More News
T & CPrivacy PolicyContact Us