Download Now Banner

This browser does not support the video element.

ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦିଶା ନିର୍ଦ୍ଦେଶ ବୈଠକ ଅନୁଷ୍ଠିତ

Nuapada, Nuapada | Sep 2, 2025
ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ "ଆଦି କର୍ମଯୋଗୀ ଅଭିଯାନ" ନୂଆପଡା ଜିଲ୍ଲାରେ ଅତିଶିଘ୍ର ଆରମ୍ଭ ହେବାକୁଯାଉଛି । ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ୨୬୦ ଟି ଗ୍ରାମରେ ଆରମ୍ଭ ହେବ ଏହି ଅଭିଯାନ । ଏନେଇ ଏକ ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆଜି ୪ ଟାରେ ନୂଆପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଦିଶା ନିର୍ଦ୍ଦେଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇଙ୍କ ଆହ୍ଵାନ କ୍ରମେ ଆୟୋଜିତ ଏହି ବୈଠକରେ ବନଖଣ୍ଡ ଅଧିକାରୀ ଅଜିଜ ଖାନ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us