This browser does not support the video element.
ବୀରମହାରାଜପୁର: କୋଟସମଲାଇ ହାଇସ୍କୁଲର ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତଙ୍କୁ ଭୁବନେଶ୍ୱର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
Biramaharajpur, Subarnapur (Sonepur) | Sep 5, 2025
ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକ ଶଙ୍ଖସିନ୍ଧୁ ପୁରୋହିତଙ୍କୁ ଆଜି ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି l ସୂଚନା ଅନୁସାରେ ଆଜି ଅପରାହ୍ନ 3ତ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ ଲୋକ ସେବା ଭବନ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଗୁରୁଦିବସ ପାଳନ ଉତ୍ସବରେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିକ୍ଷା ଦାନ କ୍ଷେତ୍ରରେ ଉଲ୍ଲେଖ ନିୟ ଅବଦାନ ପାଇଁ ସଂଖାଇନ୍ଧୁଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରିଥିଲେ l ଶଙ୍ଖ ସିନ୍ଧୁ ମୁଖ୍ୟ ମନ୍ତ୍ରୀ ପୁରସ୍କାର ପାଇଥିବାରୁ ଜିଲ୍ଲାରେ ଖୁସିର ଲହରୀ ଖେଳି ଯ