Download Now Banner

This browser does not support the video element.

ଦେବଗଡ: ଗୋପାଳଜୀଉ ମନ୍ଦିର ପ୍ରାଙ୍ଗଣରେ ପୁରୁଣା ଡାକ୍ତରଖାନାରେ ୨୪ ଘଂଟିଆ ସ୍ୱାସ୍ଥ୍ୟସେବା ପ୍ରସଙ୍ଗରେ ଆଲୋଚନା

Debagarh, Debagarh (Deogarh) | Aug 26, 2025
ଦେବଗଡ ଜିଲ୍ଲା ଯୁବ ଏକତା ମଂଚ ପକ୍ଷରୁ ସ୍ଥାନୀୟ ଗୋପାଳଜୀଉ ମନ୍ଦିର ପରିସରରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ଏକତା ମଂଚର ଆବାହକ ସଚ୍ଚିକାନ୍ତ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ଦେବଗଡ ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜଙ୍କ ସମେତ ମଂଚର କର୍ମକର୍ତା, ସଦସ୍ୟ ସଦସ୍ୟା, ବହୁ ବିଶିଷ୍ଟ ବ୍ୟକ୍ତି ଓ ପୁରୁଷ ମହିଳା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
Read More News
T & CPrivacy PolicyContact Us