Install App
newsjajpur9124
This browser does not support the video element.
ବଡଚଣା: ବ୍ୟାସନଗର ସ୍ଥିତ ସଂସ୍କୃତି ଭବନ ପରିସରରେ କୋରେଇ ବିଜେପି ପକ୍ଷରୁ ରାଜ୍ୟ ବିଜେପି ସଭାପତିଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ
Badachana, Jajpur | Sep 10, 2025
ବ୍ୟାସନଗର ସ୍ଥିତ ସଂସ୍କୃତି ଭବନ ପରିସରରେ କୋରେଇ ବିଜେପି ପକ୍ଷରୁ ରାଜ୍ୟ ବିଜେପି ସଭାପତିଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେଇଯାଇଛି l ଆଜି କୋରେଇ ବିଧାୟକ ଆକାଶ ଦାସନାୟକଙ୍କ ନେତୃତ୍ୱରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ,ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ଓ ବଡ଼ଚଣା ବିଧାୟକ ଅମର କୁମାର ନାୟକ ଅତିଥିଭାବେ ଯୋଗଦେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସମ୍ବର୍ଦ୍ଧିତ କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!