Install App
khabar24pintu
This browser does not support the video element.
କଟକ ପୌରାଞ୍ଚଳ: କାଳିଆବୁଦାସ୍ଥିତ କମଳାକାନ୍ତ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ
Cuttack M Corp PS, Cuttack | Aug 22, 2025
କଟକ କାଳିଆବୁଦା ସ୍ଥିତ କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଗୁରୁବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ବିଦ୍ୟାଳୟକୁ ଏକ ଜ୍ଞାନ ଦୀପସ୍ତମ୍ଭ ଯାହା ୬୦ ବର୍ଷ ହେଲାଣି କଟକ ସହରରେ ଜ୍ଞାନର ଆଲୋକ ବିକିରଣ କରୁଛି ବୋଲି କହିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!