Download Now Banner

This browser does not support the video element.

ଯାଜପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ବୁଢ଼ୀ କଣ୍ଟେଇ ମନ୍ଦିର ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Jajapur, Jajpur | Sep 10, 2025
ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ସ୍ଥିତ ବୁଢ଼ୀ କଣ୍ଟେଇ ମନ୍ଦିର ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେଇଯାଇଛି l ଆଜି ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ ଅତିଥି ଭାବେ ଯୋଗଦେଇ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ବେହେରାଙ୍କୁ ଫୁଲତୋଡ଼ା ଓ ଉପଢୌକନ ଦେଇ ବିଦାୟୀକାଳିନ ସମ୍ବର୍ଦ୍ଧନା ଦେଇଥିଲେ l
Read More News
T & CPrivacy PolicyContact Us