Download Now Banner

This browser does not support the video element.

କଣ୍ଟାମାଳ: ପଲସା ଗୋରା ଠାରେ ଏକ ପେଡ ମା କେ ନାମ୍ ପାଇଁ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ, ଯୋଗଦେଲେ କଣ୍ଟାମାଳ ବିଧାୟକ

Kantamal, Boudh (Bauda) | Sep 13, 2025
ଶନିବାର ଦିନ ଦିନ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଏକ ପେଡ ମା କେ ନାମ୍ କାର୍ଯ୍ୟକ୍ରମ ପାଇଁ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି l କଣ୍ଟାମାଳ ବ୍ଲକ ବିଡ଼ିଓ ସାମି ଜୟଶ୍ରୀ ରେଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ପଲସାଗୋରା ସରପଞ୍ଚ ସୌଦାମିନୀ ମଲ୍ଲିକ, ଗୋଷ୍ଠି ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳୀ, ଜିଲ୍ଲା ପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us