Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିର ସ୍ଥିତ ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀକକ୍ଷରେ ପ୍ରାକ୍ ଗର୍ଭଧାରଣ ଓ ପ୍ରସବ ପୂର୍ବ ନିଦାନ ଆଇନ ସଚେତନତା ପରାମର୍ଶଦାତା ବୈଠକ

Malkangiri, Malkangiri | Sep 26, 2025
ଆଜି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ଦିନ ୧୨ଟା ସମୟରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା । ଏହି ବୈଠକରେ ଜିଲ୍ଲାରେ ଥିବା ସମସ୍ତ ଅଲ୍ଟ୍ରାସାଉଣ୍ଡ ଗୁଡିକୁ ନିୟମିତ ଯାଞ୍ଚ ସହ ଅନ୍ୟ ବେଆଇନ କ୍ଲିନିକ ଚଢ଼ାଉ କରିବା ପାଇଁ ନିର୍ଦ୍ଦେଶ ହୋଇଥିଲା । ଜିଲ୍ଲାରେ ଲିଙ୍ଗ ନିରୂପଣ ଜନିତ ବେଆଇନ କାର୍ଯ୍ୟକୁ ରୋକିବା ନେଇ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଲିଙ୍ଗ ନିରୂପଣକୁ ରୋକାଯାଇ ପାରିଲେ ଉଭୟ
Read More News
T & CPrivacy PolicyContact Us