Download Now Banner

This browser does not support the video element.

ପଟ୍ଟାଙ୍ଗୀ: ଦୁଧାରି ଗ୍ରାମ ପଞ୍ଚାୟତର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଯୋଗ ଦେଲେ ବିଧାୟକ

Pottangi, Koraput | Sep 10, 2025
ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡ଼ା ବ୍ଲକର ଦୁଧାରି ଗ୍ରାମ ପଞ୍ଚାୟତର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଗଲା। ଉକ୍ତ କାର୍ଯ୍ୟକ୍ରମରେ ପଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇ ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ମୋର ଲକ୍ଷ୍ୟ କହିଥିବା ଦିନ ୩ଟା ସମୟରେ ସୂଚନା।
Read More News
T & CPrivacy PolicyContact Us