This browser does not support the video element.
ବୀରମହାରାଜପୁର: ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣୀ ଶିବିର ଅନୁଷ୍ଠିତ, ଯୋଗଦେଲେ ଉପଜିଲ୍ଲାପାଲ
Biramaharajpur, Subarnapur (Sonepur) | Sep 11, 2025
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣୀ ଶିବିର ଆଜି ଦିନ ପ୍ରାୟ 1ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି l ଶିବିରକୁ ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଚିନ୍ମୟ ମହାନନ୍ଦ, ଜିଲ୍ଲା ସାମାଜିକ ସମୀକ୍ଷକ ହୃଷୀକେଶ ମହାକୁଡ ଯୋଗଦେଇଥିଲେ l ଶିବିରରେ ବିଗତ 6ମାସ ମଧ୍ୟରେ ଏମିଜିଏନାରଇନିଏ ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ଯୋଜନାରେ ସମ୍ପାଦିତ ହୋଇଥିବା ପ୍ରକଳ୍ପ ଗୁଡିକର ସମୀକ୍ଷା କରାଯାଇଥିଲା l ଏହି ଅବସରରେ ସହେ ଦିନର କାମ କରିଥିବା 17ଜଣ ଶ୍ର