Download Now Banner

This browser does not support the video element.

ଟିଟିଲାଗଡ: ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ,ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି

Titlagarh, Balangir | Aug 31, 2025
ଟିଟିଲାଗଡ଼ ଥାନା ଅନ୍ତର୍ଗତ ବିଜେପୁର ଗ୍ରାମ ନିବାସୀ ଦୂର୍ବାଦଳ ବଗର୍ତ୍ତି ୭୫ ଙ୍କ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଗତ ୧୬ ତାରିଖ ଗୋପାଳପୁର ରାୟପୁର ୫୯ ନମ୍ବର ଜାତୀୟ ରାଜପଥ ବିଜେପୁର ଛକ ଠାରେ ଛିଡ଼ା ହୋଇଥିବା ବେଳେ ଦୃତଗତିରେ ଆସି ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଉଦ୍ଧାର କରି ଟିଟିଲାଗଡ଼ ସରକାରି ଡାକ୍ତରଖାନାକୁ ଆଣିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭବାନୀପାଟଣା ନିଆଯାଇଥିବା ବେଳେ ସ୍ଥିତୀ ଗୁରୁତର ହେବାରୁ କଟକର ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାର
Read More News
T & CPrivacy PolicyContact Us