Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାରିପଦା ପୌରପାଳିକା କଲ୍ୟାଣ ମଣ୍ଡପରେ ୧୬ କୋଟି ଟଙ୍କା ମୂଲ୍ୟର ୬୨ଗୋଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ କଲେ ମନ୍ତ୍ରୀ

Baripada M, Mayurbhanj | Sep 13, 2025
ଶନିବାର ଦିନ ପ୍ରାୟ ୧ଟାରେ ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପ୍ରକଳ୍ପ କାର୍ଯ୍ୟାଦେଶ ବଣ୍ଟନ ସମ୍ପର୍କିତ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଙ୍କ ଦ୍ୱାରା ୧୬ କୋଟି ଟଙ୍କା ମୂଲ୍ୟର ୬୨ଗୋଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି।
Read More News
T & CPrivacy PolicyContact Us