Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ରାଣିତାଲ ଠାରେ ଆୟୋଜିତ ସିଏମ କିଷାନ ବିତରଣ କାର୍ଯ୍ୟକ୍ରମରେ ଯୋଗଦେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ

Bhadrak Rural, Bhadrak | Aug 27, 2025
ଭଦ୍ରକ ଜିଲ୍ଲା ରାଣିତାଲ ଠାରେ ଆୟୋଜିତ ସିଏମ କିସାନ ବିତରଣ କାର୍ଯ୍ୟକ୍ରମ ରେ ଯୋଗଦେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ। ଅଗ୍ରପୂଜ୍ୟ ବିଘ୍ନ ବିନାଶକ ଶ୍ରୀ ଗଣେଶ ପୂଜା ଅବସରରେ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇର ଅବ୍ୟବହିତ ପୂର୍ବରୁ ରାଜ୍ୟର ୫୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାରଙ୍କୁ ସିଏମ୍ କିଷାନ ଅର୍ଥ ମାନନୀୟ ମୁଖ୍ୟମନ୍ତ୍ରୀ Mohan Charan Majhi ଡିବିଟି ମାଧ୍ୟମରେ ପଠାଇଛନ୍ତି। ଏହି ଅବସରରେ ଭଦ୍ରକ ଜିଲ୍ଲା ରାଣୀତାଲଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଲାଭାର୍ଥୀଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ।
Read More News
T & CPrivacy PolicyContact Us