This browser does not support the video element.
ନର୍ଲା: ଦେହେଲି ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା କାର ଜଣେ ମୃତ୍ୟୁ ପାଞ୍ଚ ଗୁରୁତର।
Narala, Kalahandi | Oct 2, 2025
ଭବାନୀପାଟଣା ରୁ ଭୁବନେଶ୍ୱର କୁ ସଂଯୋଗ କରୁଥିବା ୨୬ ନମ୍ବର୍ ରାଜ୍ୟ ରାଜପଥ ର ଦେହେଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ CG 04 KZ7890 ନମ୍ବର୍ ବିଶିଷ୍ଟ ଏକ ଧଳା ରଙ୍ଗର କାର୍ ରେ ୬ ଜଣ ଯାତ୍ରୀ ମାଲକାନ୍ ଗିରି ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାସ୍ତା କଡ ରେ ଥିବା ଏକ ଗଛ ରେ ପିଟି ହେବା ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଛି। ଅନ୍ୟ ମାନଙ୍କୁ ନର୍ଲା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରାଯାଇଛି।