Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଆଗକୁ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 11, 2025
ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ବର୍ଷା। ଆଗକୁ ଆଉ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ପୁଣି ଭିଜିବ ଓଡିଶା। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷା ସମ୍ଭାବନା। ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ୧୬ ତାରିଖ ଯାଏ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।
Share
Read More News
T & C
Privacy Policy
Contact Us
Your browser does not support JavaScript!