Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: କାଠସଙ୍ଗଡା ଠାରେ ବିଶାଳ ରକ୍ତଦାନ ଶିବିର ଉଦଘାଟନ କଲେ ଶାସକ ଦଳ ଉପମୁଖ୍ୟ ସଚେତକ

Baleshwar M, Balasore | Sep 1, 2025
ରେମୁଣା କାଠସଙ୍ଗଡା ଠାରେ ମାନବ ସେବା ସଂଘ ପକ୍ଷରୁ ଆଜି ପୂର୍ବାହ୍ନ ୧୧.୩୦ ମିନିଟ ସମୟରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ସମାଜସେବୀ ଚନ୍ଦ୍ରମୋହନ ଗିରିଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ ଏହି ରକ୍ତଦାନ ଶିବିର ରେ ମୁଖ୍ୟ ଅତିଥି ଭାବେ ଶାସକ ଦଳ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ଯୋଗ ଦେଇ ଶିବିର କୁ ଉଦଘାଟନ କରିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ସଂଘର କର୍ମକର୍ତ୍ତା ଓ ସ୍ଥାନୀୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us