This browser does not support the video element.
ଦିଗପହଣ୍ଡି: ଗଂଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକର ସଭାଗୃହ ଠାରେ ଏକ ପ୍ରବନ୍ଧ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଯାଇଛି ।
Digapahandi, Ganjam | Sep 26, 2025
ଗଂଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକର ସଭାଗୃହ ଠାରେ ଏକ ପ୍ରବନ୍ଧ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଯାଇଛି । ଏହି ପ୍ରବନ୍ଧ ପ୍ରତିଯୋଗୀତା ଅ।ଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଥିବା ବେଳେ କୁକୁଡାଖଣ୍ଡି ବ୍ଲକର ବିଭିନ୍ନ ଗ୍ରାମ ପଂଚାୟତର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ । ଏହି ପ୍ରବନ୍ଧ ପ୍ରତିଯୋଗିତା କୁକୁଡାଖଣ୍ଡି ବ୍ଲକ ପ୍ରଶାସନ ଦ୍ଵାରା ଅନୁଷ୍ଠିତ ହୋଇଥିବାର ସୂଚନା ମିଳିଛି ।