Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା ପାଳିତ

Baudh Sadar, Boudh (Bauda) | Aug 27, 2025
ବୁଧବାର ଦିନ ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ ବିଦ୍ୟାଦାତା, ବିଘ୍ନ ବିନାଶକ ଶ୍ରୀ ଗଣେଶଙ୍କ ପୁଜନୋତ୍ସବ ପାଳିତ ହୋଇ ଯାଇଛି l ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ପୂଜାରେ କର୍ତ୍ତା ଭାବରେ ବସି ଶ୍ରୀ ଗନନାଥଙ୍କ ପୂଜାର୍ଚ୍ଚନା କରିଥିଲେ | ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୁଡାମଣି ବାରିକ, କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସାମିଲ ହୋଇଥିଲେ | ସେହିପରି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶଙ୍କ ପୁଜନୋତ୍ସବ ପାଳିତ ହୋଇ ଯାଇଛି l
Read More News
T & CPrivacy PolicyContact Us