Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ପରେ ନବୀନ ନିବାସରେ ପ୍ରତିକ୍ରିୟା ରଖିଲେ ବିଧାୟକ ଅରୁଣ ସାହୁ ଏବଂ ବିଜେଡି ମୁଖପାତ୍ର ଲେନିନ ମହାନ୍ତି
Bhubaneswar M Corp, Khordha | Sep 1, 2025
ଭୁବନେଶ୍ୱର ସ୍ଥିତ ନବୀନ ନିବାସରେ ବରିଷ୍ଠଙ୍କ ସହ ବଡ଼ ଆଲୋଚନା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଆଲୋଚନା ପରେ ପ୍ରତିକ୍ରିୟା ରଖିଲେ ନେତା,ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ତୀବ୍ର ଲଢେଇ କରିବ।ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ।
Share
Read More News
T & C
Privacy Policy
Contact Us
Your browser does not support JavaScript!