Download Now Banner

This browser does not support the video element.

ଓରିଏଣ୍ଟ: ବ୍ରଜରାଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜିଲ୍ଲା ସ୍ତରୀୟ ବିଦ୍ୱତ ପରିଷଦ ଆଲୋଚନା ଚକ୍ର ଅନୁଷ୍ଠିତ

Orient, Jharsuguda | Sep 28, 2025
ବ୍ରଜରାଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରବିବାର ଦିନ ବାରଟା ସମୟରେ ଜିଲ୍ଲା ସ୍ତରୀୟ ବିଦ୍ୱତ ପରିଷଦ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଝାରସୁଗୁଡା ଜିଲ୍ଲା ପ୍ରମୁଖ ବିଜୟ କୁମାର ଦାସ ଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପତ୍ରାପାଲି ଉଚ୍ଚ ବିଦ୍ୟାଳୟର ପୂର୍ବ ପ୍ରଧାନ ଆଚାର୍ଯ୍ୟ ଉପେନ୍ଦ୍ର ନାଥ ସରାଫ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ନିଜର ବକ୍ତବ୍ୟରେ ପଞ୍ଚ ପରିବର୍ତ୍ତନ ବିଷୟରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ରଜରାଜନଗର ସରସ୍ୱତୀ ଶିଶୁ ବିଦ୍ୟମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଯୋଗେନ୍ଦ୍ର ନାଥ ଠାକୁର, ସଭାପତି ଗୋବିନ୍ଦ
Read More News
T & CPrivacy PolicyContact Us