Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ବିଶାଳ ସାଇକେଲ ଶୋଭାଯାତ୍ରା ପୁର କ୍ରିଡା କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ।

Puri M, Puri | Aug 31, 2025
ଏହାକୁ ଉଦଘାଟନ କରି ସାଂସଦ ଡା ପାତ୍ର ପ୍ରତ୍ୟେକ କିଛି ନା କିଛି କାର୍ଯ୍ୟ କଳାପ ମାଧ୍ୟମରେ ନିଜକୁ ଫିଟ ରଖିବା ଉଚିତ।ଚଳିତ ବର୍ଷ ସେପ୍ଟେମ୍ବର ୨୧ରୁ ଆରମ୍ଭ ହେଉଥିବା ସାଂସଦ ଖେଳ ମହୋତ୍ସବ ପାଇଁ ପଞ୍ଜିକରଣ କରିବା ପାଇଁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ କୁମାର ସାହୁ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us