Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ପୌରପାଳିକାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Nabarangapur PS, Nabarangpur | Sep 1, 2025
ପୌରପାଳିକାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। ଆଜି ନବରଙ୍ଗପୁର ପୌରପାଳିକାରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us