Download Now Banner

This browser does not support the video element.

ଛତ୍ରପୁର: ବିପୁଲିଙ୍ଗି ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Chhatrapur, Ganjam | Sep 8, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ପଞ୍ଚାୟତ ସମିତି ଅଧିନସ୍ଥ ବିପୁଲିଙ୍ଗି ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗ ଦେଇ ଲୋକକଂ ଅଭିଯୋଗ ଶୁଣିଥିଲେ। ଅନୁଷ୍ଠିତ ଉକ୍ତ ଜନ ଅଭିଯୋଗ ଶୁଣାଣିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଜନସାଧାରଣ ଉପସ୍ଥିତ ରହି ବିଭିନ୍ନ ସମାସ୍ଯାକୁ ନେଇ ଅଭିଯୋଗ କରିଥିଲେ I
Read More News
T & CPrivacy PolicyContact Us