Download Now Banner

This browser does not support the video element.

ଛତ୍ରପୁର: ସୁବଳୟା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ

Chhatrapur, Ganjam | Sep 1, 2025
ଗଞ୍ଜାମ ଜିଲ୍ଲା ଗଞ୍ଜାମ ପଞ୍ଚାୟତ ସମିତି ଅଧୀନସ୍ଥ ସୁବଳୟା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ମଧ୍ଯାହ୍ନରେ ଅନୁଷ୍ଠିତ ଶିବିରରେ ଗଞ୍ଜାମ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ସମସ୍ତ ବିଭାଗ ର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣ ଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ।
Read More News
T & CPrivacy PolicyContact Us