Install App
sushantpattnayak1983
This browser does not support the video element.
ଛତ୍ରପୁର: ବ୍ରହ୍ମପୁର ଉତ୍କଳ ଆଶ୍ରମ ଠାରେ ଗୁରୁଦିବସକୁ କଳା ଦିବସ ଭାବେ ପାଳନ କଲେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ
Chhatrapur, Ganjam | Sep 5, 2025
ଆଜି ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ଉତ୍କଳ ଆଶ୍ରମ ସଭାଗୃହଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।ଶୁକ୍ରବାର ମଧ୍ୟାହ୍ନରେ ଜିଲ୍ଲା ସଂଯୋଜକ ପ୍ରକାଶ ଚନ୍ଦ୍ର ଶତପଥୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଭିନ୍ନ ବେସରକାରୀ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟାପକମାନେ ଯୋଗ ଦେଇଥିଲେ ।
Share
Read More News
T & C
Privacy Policy
Contact Us
Your browser does not support JavaScript!