This browser does not support the video element.
ଧର୍ମଶାଳା: ଜାରକା ସ୍ଥିତ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ
Dharmasala, Jajpur | Nov 26, 2024
ଜାରକା ସ୍ଥିତ ଧର୍ମଶାଳା ମହିଳା ଡିଗ୍ରୀ ମହାବିଦ୍ୟାଳୟ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଇନ୍ଦୁପ୍ରଭା ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାରତ ପାଇଁ ବିକଶିତ ଓଡ଼ିଶାର ଭୂମିକା ସମ୍ପର୍କୀୟ ଆଲୋଚନାଚକ୍ରକୁ ମୁଖ୍ୟ ଅତିଥି ଭାବେ ଗୋକର୍ଣ୍ଣିକା ସମ୍ପାଦକ ରମାକାନ୍ତ ଜେନା ଯୋଗଦେଇଥିଲେ। ଏହି ଅବସରରେ ସମ୍ବିଧାନର ସୁରକ୍ଷା ପାଇଁ ଶପଥ ପାଠ କରାଯାଇଥିଲା।