Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଜାମଶେଦପୁରରେ ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଜିଲ୍ଲାର ଖେଳାଳି ପାଇଲେ ୨ ସ୍ବର୍ଣ୍ଣ ଓ ୨ ବ୍ରୋଞ୍ଜ ପଦକ, ପ୍ରଶାସନ ପକ୍ଷରୁ ଶୁଭେଚ୍ଛା
Baripada M, Mayurbhanj | Aug 22, 2025
ଭାରତୀୟ ଶକ୍ତିଉତ୍ତୋଳନ ସଙ୍ଘ ଆନୁକୂଲ୍ୟରେ ଝାରଖଣ୍ଡର ଜାମଶେଦପୁର ଠାରେ ଅନୁଷ୍ଠିତ ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଦଳର ୩ ଜଣ ଖେଳାଳି ୪ଟି ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି I ଏନେଇ ଶୁକ୍ରବାର ଅପରାହ୍ନ ୫.୪୦ଟାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!