Install App
jharsugudaupdate
This browser does not support the video element.
ଝାରସୁଗୁଡା: ଝାରସୁଗୁଡ଼ା ବିମାନବନ୍ଦର ଥାନା ଅନ୍ତର୍ଗତ ସାଲେଟିକ୍ରା ଗ୍ରାମରେ ଆଜି ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଧାରୁଆ
Jharsuguda, Jharsuguda | Dec 31, 2024
ଝାରସୁଗୁଡ଼ା ବିମାନବନ୍ଦର ଥାନା ଅନ୍ତର୍ଗତ ସାଲେଟିକ୍ରା ଗ୍ରାମରେ ଆଜି ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । ଘଟଣାରେ ପ୍ରଭାକର ରଣାଙ୍କ ସ୍ତ୍ରୀ କଲ୍ୟାଣୀଙ୍କ ମୁଣ୍ଡ ଓ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!