Download Now Banner

This browser does not support the video element.

ପଦ୍ମପୁର: ଅମଳିପାଲି ଠାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ର ନୁଆଁଖାଇ ଭେଟଘାଟ ଅନୁଷ୍ଠିତ

Padmapur, Bargarh (Baragarh) | Sep 5, 2025
ଆଜି ଶୁକ୍ରବାର 12ଟା ସମୟ ପାଖା ପାଖି ରେ ବରଗଡ ଜିଲ୍ଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନସ୍ଥ ଅମଳିପାଲି ଠାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୁଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ଶ୍ରୀମତୀ ବିଧାୟିକା ନୂଆଖାଇ ଜୁହାର ଭେଟ ହେବା ସହ ଲୋକଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ତାଙ୍କ ସହ ଦଳୀୟ କର୍ମି ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us