Download Now Banner

This browser does not support the video element.

ପୋଲସରା: ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଆଗରେ ଅଧ୍ୟାପକ ଙ୍କ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଲା,ପାଠ ପଢା ସହ ଅଫିସ୍ କାର୍ଯ୍ୟ ବାଧାପ୍ରାପ୍ତ

Polasara, Ganjam | Sep 4, 2025
ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଆଗରେ ଚାଲିଥିବା ଆନ୍ଦୋଳନ ୧୮ ଦିନରେ ପହଞ୍ଚି ଥିବା ବେଳେ ଏପର୍ଯ୍ୟନ୍ତ ସରକାରଙ୍କ ଦୃଷ୍ଟି ପଡୁନାହିଁ।ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀଙ୍କ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଥିଲେ ମଧ୍ୟ ସରକାର ଦାବୀ ପୂରଣ ନେଇ ସଂଘ ସହିତ କୌଣସି ଆଲୋଚନା କରିନାହାନ୍ତି। ଯାହା ଫଳରେ ଅସନ୍ତୋଷର ନିଆଁ ବ୍ୟାପିବାରେ ଲଗିଛି।
Read More News
T & CPrivacy PolicyContact Us