This browser does not support the video element.
ସଦର: ଭବାନୀପାଟଣା ଟାଉନ ହଲରେ ବିଜେପିର ସ୍ୱାଗତ ସମ୍ବର୍ଦ୍ଧନା ଓ ମିଶ୍ରଣ ପର୍ବ ଅନୁଷ୍ଠିତ
Sadar, Kalahandi | Aug 26, 2025
ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଟାଉନହଲରେ ରାଜ୍ୟ ସଭାପତିଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ପ୍ରାଣୀ ଓ ମତ୍ସ୍ଯ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଲୋକସଭା ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର ପ୍ରମୁଖ ମଞ୍ଚାସୀନ ଥିଲେ। ଜିଲ୍ଲା ସଭାପତି ଶ୍ରୀ ପୋଢ଼ ସ୍ୱାଗତ ଅଭିଭାଷଣ ଦେଇଥିବାବେଳେ ଜିଲ୍ଲା ସାଧାରଣ ସଂପାଦକ ଜୟଶଙ୍କର ନାଏକ ସଭା ପର