This browser does not support the video element.
ପଟପୁର: ବିଜେଡି ଛାଡି ଭୁବନେଶ୍ବର ଠାରେ ବିଜେପିରେ ସାମିଲ ହେଲେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କର୍ମକର୍ତ୍ତା
Patapur, Ganjam | Nov 6, 2024
ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି ।ଭୁବନେଶ୍ବର ସ୍ଥିତ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗତ ନିର୍ବାଚନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା ଉତ୍ତମ ପାଣିଗ୍ରାହୀଙ୍କ ନେତୃତ୍ୱରେ ବିଜେପିରେ ସାମିଲ ହୋଇଛନ୍ତି ।ବୁଧବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀ ପାଣିଗ୍ରାହୀ।