Download Now Banner

This browser does not support the video element.

ସୋନପୁର: ସ୍ଥାନୀୟ ପିଏମଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ

Sonapur, Subarnapur (Sonepur) | Sep 5, 2025
ଆଜି ସ୍ଥାନୀୟ ପି. ଏମ. ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି |ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲପାଳ ସମ୍ମାନନୀୟ ଡ ନୃପରାଜ ସାହୁ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଘନଶ୍ୟାମ ମେହେର,ସୋନପୁର ଓ ବିନିକା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର, ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଜୟ ଲୁହା
Read More News
T & CPrivacy PolicyContact Us