Download Now Banner

This browser does not support the video element.

ସୋନପୁର: ମାଝୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ, ଯୋଗଦେଲ ଗୋଷ୍ଠୀ ଶିକ୍ଷାଧିକାରୀ

Sonapur, Subarnapur (Sonepur) | Sep 3, 2025
ସୂଚନା ଅନୁସାରେ ଆଜି ପୂର୍ବାହ୍ନ 11.30 ମିନିଟ ସମୟରେ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ମାଝୀ ମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପାଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି କ୍ରମରେ ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଏବଂ ଶହ ଗୋଷ୍ଠି ଶିକ୍ଷାଧିକାରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀଙ୍କୁ ନୁଆଁ ପୋଷାକ ବଣ୍ଟନ କରିଥିଲେ l
Read More News
T & CPrivacy PolicyContact Us