This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଗଣେଷ ପୂଜା ଉପଲେକ୍ଷେ ୟୁନିଟ -5 ବାସଭଵନ ରେ ଶୁଭେଚ୍ଛା ବାର୍ତା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
Bhubaneswar M Corp, Khordha | Aug 27, 2025
ଆଜି ବିରାଜିବେ ବିଘ୍ନରାଜ । ଅଗ୍ରପୂଜ୍ୟଙ୍କ ଆରାଧନା ସହ ଆସିଛି ପାର୍ବଣ । ଆଜି ବିରାଜିବେ ବିଘ୍ନ ବିନାଶକ । ଗଣେଶ ପୂଜା ପାଇଁ ସାରା ରାଜ୍ୟ ଚଳଚଞ୍ଚଳ ହୋଇଛି । ସକାଳୁ ସକାଳୁ ବିଭିନ୍ନ ପୂଜା କମିଟି, ଶିକ୍ଷାନୁଷ୍ଠାନ, ଶିଳ୍ପ ଅନୁଷ୍ଠାନ, ସହର ବଜାର ସବୁ କିଛି ଚଳଚଞ୍ଚଳ ହୋଇଛି । ଗାଁଠୁ ସହର ସବୁଆଡ଼େ ଉତ୍ସବମୁଖର ପରିବେଶ । ପୂଜା କମିଟି ଗୁଡ଼ିକ ବିଭିନ୍ନ ପ୍ରକାର ଡିଜାଇନରେ ଗଜାନନଙ୍କ ମୂର୍ତ୍ତି କରିଛନ୍ତି । ଗଣେଶ ପୂଜା ପାଇଁ ପ୍ରସିଦ୍ଧି ଲାଭ କରିଛି ଖୋର୍ଦ୍ଧା ଜିଲ୍ଲା ଜଟଣି । ଜଟଣିରେ ବେଶ୍ ଜାକଜକମର ସହିତ ହୋଇଥାଏ ଗଣେଶ ପୂଜା ।