Download Now Banner

This browser does not support the video element.

ଛତ୍ରପୁର: ବ୍ରହ୍ମପୁର ଗିରିଜା ଛକରେ ୫୨ ବର୍ଷ ଧରି ଚାଲିଥିବା ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟ ସ୍ଥାପନ, ପ୍ରତିକ୍ରିୟା ରଖିଲେ ସ୍ଥାନୀୟ ବାସିନ୍ଦା

Chhatrapur, Ganjam | Aug 30, 2025
ବ୍ରହ୍ମପୁର ଗିରିଜା ଛକରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଶନିବାର ଏନେଇ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଦୀର୍ଘ ୫୨ ବର୍ଷ ଧରି ଏଠାରେ ପୂଜା ଅନୁଷ୍ଠିତ ହେଉଛି। ଶନିବାର ସଂନ୍ଧ୍ଯାରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଥାନୀୟ ବାସିନ୍ଦା।
Read More News
T & CPrivacy PolicyContact Us