This browser does not support the video element.
ପାରଳାଖେମୁଣ୍ଡି: ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Paralakhemundi, Gajapati | Aug 26, 2025
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଆଜି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଯୋଗୁଁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଆସନ୍ତା କାଲି ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୨୮ ଅଗଷ୍ଟ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ମଂଗଳବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।