This browser does not support the video element.
ଛତ୍ରପୁର: ପ୍ରୟାଗୀ ଠାରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ, ଯୋଗଦେଲେ ଛତ୍ରପୁର ବିଧାୟକ
Chhatrapur, Ganjam | Sep 10, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପ୍ରୟାଗୀ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଠାରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ମେଗା ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ରକ୍ତଦାତାଙ୍କୁ ଉସ୍ଛାହିତ କରିଥିଲେ।