This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଆଜି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଭଦ୍ରକ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଜଳ ଓ ପରିମଳ ମିଶନ ବୈଠକ ଅନୁଷ୍ଠିତ
Bhadrak Rural, Bhadrak | Sep 9, 2025
ଜିଲ୍ଲା ଜଳ ଓ ପରିମଳ ମିଶନ ବୈଠକ ଅନୁଷ୍ଠିତ। ଆଜିଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ, ଭଦ୍ରକ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଜଳ ଓ ପରିମଳ ମିଶନ୍ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ,ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ର ଅଧିକ୍ଷଣ ଯନ୍ତ୍ରୀ,ନିର୍ବାହୀ ଯନ୍ତ୍ରୀ,ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବ୍ଲକ୍ ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏଥିରେ ଉପସ୍ଥିତ ରହି ଅନେକ କାର୍ଯ୍ୟକ୍ରମ ବିଷୟରେ ଆଲେଚନା କରାଯିବା ସହ ଜିଲ୍ଲାରେ ଏହି ବିଭାଗ ର ଅନେକ କାର୍ଯ୍ୟ ବିଷୟରେ ଆଲେଚନା କରଯାଇଥିବା ଦେଖିବାକୁ ମିଳିଛି।