Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଜିଲ୍ଲା ପ୍ରଶାସନ ପକ୍ଷରୁ ସେପ୍ଟେମ୍ବର ମାସ ପାଇଁ ଯୁଗ୍ମ ଜନ ଶୁଣାଣି ଶିବିର ସମ୍ପର୍କିତ କାର୍ଯ୍ୟସୂଚୀ ପ୍ରକାଶ

Baripada M, Mayurbhanj | Aug 27, 2025
ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଚଳିତ ବର୍ଷ ଆଗାମୀ ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଆଜି ପ୍ରକାଶ ପାଇଛି। ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଆଜି ସକାଳ ୮ଟାରେ ଏନେଇ ସୂଚନା ଦେଇଛନ୍ତି।
Read More News
T & CPrivacy PolicyContact Us