Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ୧୫୬ ତମ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ,ବିଧାୟକ

Baleshwar M, Balasore | Oct 2, 2025
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଙ୍କ ଜୟନ୍ତୀ।ଏହି ଅବସରରେ ବାଲେଶ୍ଵର ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବାହ୍ନ ୧୧ ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ଗାନ୍ଧୀ ଜୀଙ୍କ ପ୍ରତିମୂର୍ତ୍ତି ଠାରେ ଏକ ସର୍ବଧର୍ମ ପ୍ରାର୍ଥନା ସଭା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ।ଏହି ସଭାରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ସମ୍ମାନିତ ଅତିଥି ଭାବେ ସଦର ବିଧାୟକ ମାନସ କୁମାର ଦତ୍ତ,ଜିଲ୍ଲାପରିଷଦ ସଭାପତି ନାରାୟଣ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us