Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଇଞ୍ଜିନିୟରିଂ ପରୀକ୍ଷା ସମ୍ପର୍କରେ 4ନଂ ଠାରେ ଷ୍ଟୁଡେଣ୍ଟସ୍ ୱେଲଫେଆର୍ ଆସୋସିଏସନର ଆବାହକ ବିଭୂତି ମହାପାତ୍ରଙ୍କ ପ୍ରେସମିଟ
Bhubaneswar M Corp, Khordha | Aug 30, 2025
ଲକ୍ଷଲକ୍ଷ ଇଞ୍ଜିନିୟରିଂ ଡିଗ୍ରୀ ଧାରୀ ଥିଲେ ମଧ୍ୟ ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ପାଇଁ ଆବେଦନ କରିପାରୁ ନାହାଁନ୍ତି। ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ଠାରୁ ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇ ଗେଟ୍ ମାଧ୍ୟମରେ ନିଯୁକ୍ତି ପରୀକ୍ଷା କରିବାକୁ ନିଷ୍ପତ୍ତି ନେବାପରେ ଏହି ଅଚଳାବସ୍ଥା ସୃଷ୍ଟି ହୋଇଛି।ଏପରିକି ଅନେକ ଇଞ୍ଜିନିୟରିଂ ପିଲା ଗେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ତାହାର ଅବଧି ତିନିବର୍ଷ ଥିବାରୁ ଆବେଦନ କରିବାରୁ ବଞ୍ଚିତ ହେଉଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!