Download Now Banner

This browser does not support the video element.

ବରଗଡ: ସର୍କିଟ ହାଉସ ଠାରେ ଅନୁଷ୍ଠିତ ହେଲା ସମୀକ୍ଷା ବୈଠକ

Bargarh, Bargarh (Baragarh) | Aug 26, 2025
ସର୍କିଟ ହାଉସ ସମ୍ମିଳନୀ କକ୍ଷ ଠାରେ ମଙ୍ଗଳବାର ସନ୍ଧ୍ୟା 5.30 ମିନିଟ ସମୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି | ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ,ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କ ସହ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ସହ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ | ଚାଷୀ ପଞ୍ଜିକରଣ ସହ ଚାଷୀଙ୍କ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା ।
Read More News
T & CPrivacy PolicyContact Us