This browser does not support the video element.
ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱର୍ନିଙ୍ଗ ଜାରି
Jharsuguda, Jharsuguda | Aug 24, 2025
ଝାରସୁଗୁଡା ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତକୁ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଇଁ ଆସନ୍ତା ୨୫ ତାରିଖ ସୋମବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଆଜି ରବିବାର ଦିନ ଗୋଟାଏ ସମୟରେ ୟେଲୋ ୱର୍ନିଙ୍ଗ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ଭୁବନେଶ୍ୱର