This browser does not support the video element.
ପଟପୁର: କଙ୍କୋରଡ଼ା ଠାରେ ବାଣାୟତ ଓଡ଼ିଆ ସମାଜ" ତରଫରୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ
Patapur, Ganjam | Oct 15, 2024
ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା ନାରାୟଣୀଙ୍କ ପୀଠରେ "ନିଖିଳ ଓଡ଼ିଶା ବାଣାୟତ ଓଡ଼ିଆ ସମାଜ" ତରଫରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମଂଗଳବାର ମଧ୍ୟାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଗୋପାଳପୁର ବିଧାୟକ ତଥା ରାଜ୍ୟ ସରକାରଙ୍କ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଯୋଗ ଦେଇଥିଲେ।