Download Now Banner

This browser does not support the video element.

ଅନୁଗୋଳ: ବାରସିଂହା ଗ୍ରାମ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର

Anugul, Angul | Sep 29, 2025
ଅନୁଗୋଳ ଜିଲ୍ଲା ଅନୁଗୋଳ ସଦର ଥାନା ଅନ୍ତର୍ଗତ ବାରସିଂହା ଗ୍ରାମ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କର ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡ଼ି ନଥିବା ବେଳେ ଡାହାଣ ହାତରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି।
Read More News
T & CPrivacy PolicyContact Us