Install App
aarohipatra4
This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ତେନ୍ତୁଳୀଖୁଣ୍ଟି ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟରେ ମିଳିତ ବ୍ଲକ ଶିକ୍ଷକ ସଙ୍ଘ ତରଫରୁ ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ
Nabarangapur PS, Nabarangpur | Sep 5, 2025
ତେନ୍ତୁଳୀଖୁଣ୍ଟି ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟରେ ମିଳିତ ବ୍ଲକ ଶିକ୍ଷକ ସଙ୍ଘ ତରଫରୁ ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ସ୍ଥାନୀୟ ତେନ୍ତୁଳିଖୁଣ୍ଟି ସ୍ଥିତ ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟ ପରିସରରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷକ ସଙ୍ଘ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଗୁରୁଦିବସ ଅତି ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ସୁଦୀପ୍ତ କୁମାର ଦାଶଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଯୋଗଦେଇଥିଲେ
Share
Read More News
T & C
Privacy Policy
Contact Us
Your browser does not support JavaScript!