This browser does not support the video element.
ଖୋର୍ଦ୍ଧା: ମଠସାହି ଜାଗେଶ୍ୱରୀ ମନ୍ଦିର ନିକଟରେ ଚଢ଼ାଉ ୪୨ଗ୍ରାମ ବ୍ରାଉନସୁଗର ଜବତ ୩ଗିରଫ
Khordha, Khordha | Sep 8, 2025
ଶିଳ୍ପାଂଚଳ ଥାନା ପୁଲିସ ମଠସାହି ଜାଗେଶ୍ୱରୀ ମନ୍ଦିର ନିକଟରେ ଚଢଉ କରି ଜଣେ ବେପାରୀ ସମେତ ୩ଜଣଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ପୁଲିସ ୪୨.୨୧ଗ୍ରାମ ବ୍ରାଉନସୁଗର ସମେତ ନଗଦ ସାଢେ ୪ହଜାର ଟଙ୍କା, ଦୁଇଟି ମୋବାଇଲ ଫୋନ୍ ଏବଂ ଆକ୍ଟିଭା ସ୍କୁଟି କୁ ପୁଲିସ ଜବତ କରିଛି । ଜବତ ବ୍ରାଉନସୁଗର ର ମୂଲ୍ୟ ୪ଲକ୍ଷ ୨୦ହଜାରରୁ ଉର୍ଦ୍ଧ ହେବ ବୋଲି ଥାନା ପରିସରରେ ଆୟୋଜିତ ସମ୍ବାଦିକ ସମ୍ମିଳନୀରେ ଏସପି ବିବେକାନନ୍ଦ ଶର୍ମା ସୂଚନା ଦେଇଛନ୍ତି ।